Tag: Summer vacation

Morning School in Khordha district: ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ନିର୍ଦ୍ଦେଶ

ରାଜ୍ୟର ଅଧିକାଂଶ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ଖୋଲା ହେବା ନେଇ ନିର୍ଦ୍ଦେଶ ଦିଆଯାଇଛି । ସକାଳ ସାଢ଼େ ୬ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ…

Summer Vacation: ଅନୁଗୁଳରେ ବଢ଼ିଲା ଗ୍ରୀଷ୍ମଛୁଟି ଅବଧି

ଅନୁଗୁଳ ଜିଲ୍ଲାରେ ବଢ଼ିଲା ଗ୍ରୀଷ୍ମଛୁଟି ଅବଧି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ସ୍କୁଲଗୁଡିକ ପାଇଁ ଗ୍ରୀଷ୍ମ ଛୁଟି ବୃଦ୍ଧି କରିଛି। ଅନୁଗୁଳର ସରକାରୀ ଏବଂ ବେସରକାରୀ ସ୍କୁଲଗୁଡିକ ପୂର୍ବରୁ ନିର୍ଦ୍ଧାରିତ ୧୮ ଜୁନ୍ ପରିବର୍ତ୍ତେ ୨୨ ଜୁନ୍…

Summer Vacation May Be Extended: ରାଜ୍ୟରେ ବଢ଼ିପାରେ ଖରା ଛୁଟି ଅବଧି

ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଯୋଗୁଁ ବଢ଼ିପାରେ ବିଭିନ୍ନ ସ୍କୁଲରେ ଚାଲିଥିବା ଖରା ଛୁଟି ଅବଧି । ଏ ନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଜୁନ୍ ୨୨ ତାରିଖରେ…

Textbooks will Reach Students Before Summer Vacation: ଖରାଛୁଟି ପୂର୍ବରୁ ପିଲାଙ୍କ ପାଖରେ ପହଞ୍ଚିବ ବହି: ଗଣଶିକ୍ଷାମନ୍ତ୍ରୀ

ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ମିଳିବ ଆଶ୍ୱସ୍ତି। ଖରା ଛୁଟି ପୂର୍ବରୁ ସମସ୍ତ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚିବ ପାଠ୍ୟପୁସ୍ତକ। ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ନବେ ପ୍ରତିଶତ ବହି ଛପା ସରିଲାଣି…

Summer Vacation in Odisha: ୨୭ ତାରିଖ ସୁଦ୍ଧା ସ୍କୁଲ୍‌ ଛୁଟି ଘୋଷଣା ହୋଇପାରେ କହିଲେ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୁବ୍ ଶୀଘ୍ର ସ୍କୁଲ୍‌ଗୁଡ଼ିକ ପାଇଁ ଗ୍ରୀଷ୍ମ ଛୁଟି ଘୋଷଣା କରାଯିବ । ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ସୂଚନା ଦେଇ କହିଛନ୍ତି ଯେ, ୨୭ ଏପ୍ରିଲ୍ ସୁଦ୍ଧା ସ୍କୁଲ୍ ଛୁଟି ଘୋଷଣା…

Summer Vacation: ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ଖରାଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଦିନକୁ ଦିନ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ କରୁଛି ଜନଜୀବନ । ଏହାରି ମଧ୍ୟରେ ପିଲାଙ୍କ ଖରାଛୁଟିକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।…

ଓଡ଼ିଶା ସୂଚନା କମିଶନରେ ହେବ ନାହିଁ ଗ୍ରୀଷ୍ମକାଳୀନ ଅବକାଶ

ଓଡ଼ିଶା ସୂଚନା କମିଶନଙ୍କ ଏକ ବୈଠକରେ କମିଶନ ଏହା ସ୍ଥିର କରିଛନ୍ତି ଯେ, ଆଗାମୀ ଗ୍ରୀଷ୍ମକାଳୀନ ଅବକାଶ ବେଳେ ମାମଲାଗୁଡ଼ିକର ଶୁଣାଣି ଜାରି ରହିବ । ବିଗତ ବର୍ଷ ଗୁଡ଼ିକରେ ଯେତେବେଳେ ଉଚ୍ଚ ନ୍ୟାୟାଳୟମାନ ବନ୍ଦ ଥିଲା ଏବଂ ଆଇନଜୀବୀମାନେ ଛୁଟିରେ…

ଘରୋଇ ସ୍କୁଲ ମାଲିକଙ୍କୁ ଚେତାବନୀ; ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟରେ ଅସହ୍ୟ ତାତି ସହିତ ଗୁଳୁଗୁଳି ଅନୁଭୂତ ହେଉଛି । ସେଥିପାଇଁ ଗ୍ରୀଷ୍ମ ଛୁଟି ପୂର୍ବରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି। ଯଦି ସରକାରଙ୍କ ନିର୍ଦେଶକୁ ଅବମାନନା କରାଯାଏ ତାଙ୍କ ପ୍ରତି ଆକ୍ସନ ନିଆଯିବା…

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତାକାଲି ଠାରୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଆସନ୍ତାକାଲି ଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍‌ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ…