ରାଜ୍ୟ ସୁନ୍ଦରଗଡ଼ ନାବାଳିକା ଦୁଷ୍କର୍ମ ଘଟଣାର ତଥ୍ୟ ଅନୁଧ୍ୟାନ ପାଇଁ କମିଟି ଗଠନ କଲା ପିସିସି August 1, 2025 Nirvay ସୁନ୍ଦରଗଡ଼ ଜିଲ୍ଲାର ତଲସରା ଅଞ୍ଚଳରେ ଜଣେ ନାବାଳିକାକୁ ଅପହରଣ ଓ ୧୪ ଦିନ ପର୍ଯ୍ୟନ୍ତ ଏକ ଭଡ଼ା ଘରେ ରଖି ଦୁଷ୍କର୍ମ କରିବା ଘଟଣାର ତଥ୍ୟ ଅନୁଧ୍ୟାନ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଏକ…