Tag: suneeti mundu

ଦଳବିରୋଧୀ କାର୍ଯ୍ୟ କାରଣରୁ ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ

ବିଜେପିରୁ ନିଲମ୍ବିତ ହେଲେ ସୁନୀତି ମୁଣ୍ଡ । ଦଳ ବିରୋଧୀ କାର୍ଯ୍ୟ ପାଇଁ ହେଲେ ନିଲମ୍ବିତ । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ପୂର୍ବତନ…