ତାଜା ଖବର ଦେଶ ରାଜନୀତି Sunetra Pawar Takes Oath As Maharashtra’s Deputy CM: ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର January 31, 2026 Nirvay ଏନସିପି ନେତା ଅଜିତ ପାୱାରଙ୍କର ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଆଜି ଶପଥ ଗ୍ରହଣ କରିଛନ୍ତି । ମୁମ୍ବାଇର ଲୋକ ଭବନରେ ଆୟୋଜିତ ଏକ ଗମ୍ଭୀର କାର୍ଯ୍ୟକ୍ରମରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ସୁନେତ୍ରା ପାୱାରଙ୍କୁ ପଦ…