ତାଜା ଖବର ରାଜ୍ୟ Supplementary Budget: ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍ ଆଗତ November 28, 2025 Papirani ଆଜି ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ଶୀତକାଳିନ ଅଧିବେଶନର ଦ୍ବିତୀୟ ଦିନରେ ଆଜି ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମୁଖ୍ୟମନ୍ତ୍ରୀ। ଚଳିତ…