Tag: Supreme court

ଜଷ୍ଟିସ୍‌ ବର୍ମାଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଆହ୍ଲାବାଦ ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କୁ ସୁପ୍ରିମକୋର୍ଟଙ୍କ ଶକ୍ତ ଧକ୍କା । ଜଷ୍ଟିସ୍‌ ବର୍ମାଙ୍କ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଯାଂଚ ପ୍ରକ୍ରିୟା ବିରୋଧରେ ଜଷ୍ଟିସ ବର୍ମା ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ ଦେଇଥିଲେ । ସୁପ୍ରିମକୋର୍ଟ କହିଛନ୍ତି ଯାଞ୍ଚ କମିଟି ପ୍ରକ୍ରିୟାକୁ…

ନିଟ୍ ପିଜି ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ

ଜୁନ୍ ୧୫ରେ ହେବାକୁଥିବା ନିଟ୍ ପିଜି (NEET-PG) ୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ । ଦୁଇ ସିଫ୍ଟରେ ପରୀକ୍ଷା ପାଇଁ ସ୍ଥିର କରିଥିଲା ନ୍ୟାସନାଲ ବୋର୍ଡ ଅଫ ଏକଜାମିନେସନ୍ସ (NBE) । ତେବେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପରୀକ୍ଷା ସ୍ଥଗିତ ହୋଇଛି…

ମନ୍ତ୍ରୀ ବିଜୟ ଶାହଙ୍କ ବିରୋଧରେ ଏସଆଇଟି ଗଠନ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅଡୁଆରେ ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହ । ଆର୍ମି ଅଫିସର ସୋଫିଆ କ୍ୟୁରେସିଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ପାଇଁ ଅଡୁଆରେ ମଧ୍ୟ ପ୍ରଦେଶର ମନ୍ତ୍ରୀ ବିଜୟ ଶାହ। କ୍ଷମା ପ୍ରାର୍ଥନାକୁ ପ୍ରତ୍ୟାଖ୍ୟାନ କଲେ ସର୍ବୋଚ୍ଚ କୋର୍ଟ । ୩ ଆଇପିଏସ ଅଫିସରଙ୍କୁ…

ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି

ତାମିଲନାଡ଼ୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ସର୍ବୋଚ୍ଚ କୋର୍ଟଙ୍କୁ ପ୍ରଶ୍ନ କଲେ ରାଷ୍ଟ୍ରପତି । ନିର୍ଦ୍ଧାରିତ ସମୟ ମଧ୍ୟରେ ବିଲ୍ ପାରିତ କରିବାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କୁ ରାଷ୍ଟ୍ରପତି ପ୍ରଶ୍ନ କରିଛନ୍ତି । ଡେଡ୍‌ଲାଇନ୍ ରାୟ ଉପରେ ସୁପ୍ରିମକୋର୍ଟଙ୍କୁ…

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ଭାରତର ପରବର୍ତ୍ତି ମୁଖ୍ୟ ବିଚାରପତି

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସିଜେଆଇ ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳ ମେ ୧୩ ରେ ଶେଷ ହେଉଛି । ତେଣୁ ଜଷ୍ଟିସ୍ ଗଭାଇ ମେ…

ୱକ୍‌ଫ ସଂଶୋଧନ ଆଇନ: ନୂଆ ନିଯୁକ୍ତି ଉପରେ ରୋକ୍‌ ଲଗାଇଲେ ସୁପ୍ରିମକୋର୍ଟ

ୱାକଫ ସଂଶୋଧନ ଆଇନ-୨୦୨୫ ମାମଲା ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି କରିଛନ୍ତି । ପ୍ରଧାନ ବିଚାରପତି (ସିଜେଆଇ) ସଞ୍ଜୀବ ଖନ୍ନା, ଜଷ୍ଟିସ୍ ସଞ୍ଜୟ କୁମାର ଓ ଜଷ୍ଟିସ୍ କେ.ଭି ବିଶ୍ୱନାଥନଙ୍କ ପୀଠ ଏହି ମାମଲାରେ ଶୁଣାଣି କରିଛନ୍ତି। ୱକ୍‌ଫ ସଂଶୋଧନ ନୂଆ…

ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ । ଜଷ୍ଟିସ୍ ଟଣ୍ଡନଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି । ଜଷ୍ଟିସ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି । ଜାନୁଆରୀ…

ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ବଢ଼ିପାରେ ପ୍ରତାପ ଜେନାଙ୍କ ଅଡୁଆ; ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ମୃତକ ପୁଅ

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ପୁଣି ବଢିପାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ । ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବିଶ୍ୱାଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ପିଟିସନ ଦାଖଲ କରିଥିବାବେଳେ ୪ ସପ୍ତାହ ଭିତରେ ସତ୍ୟପାଠ…

ମହିଳା ସୁରକ୍ଷା ଆଇନକୁ ନେଇ ସୁପ୍ରିମକୋର୍ଟ ରାୟ; ବିଏନଏସ-୮୬ର ଅପବ୍ୟବହାର କରିପାରିବେ ନାହିଁ କୌଣସି ମହିଳା

ମହିଳା ସୁରାକ୍ଷା ଆଇନର ଅପବ୍ୟବହାର ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବେଙ୍ଗାଳୁରୁ ଏଆଇ ଇଞ୍ଜିନିୟର ଅତୁଲ ସୁବାଷଙ୍କ ସୁଇସାଇଡକୁ ନେଇ ସାରା ଦେଶରେ ଚର୍ଚ୍ଚା ଚାଲିଥିବା ବେଳେ ଆଜି ମହିଳା ସୁରାକ୍ଷା ଆଇନର ଅପବ୍ୟବହାରକୁ ନେଇ ବଡ଼ ରାୟ ଶୁଣାଇଛନ୍ତି…

ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଜାମିନ ଆବେଦନ ଖାରଜ

ମହିଳା ପୁଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ ନେଇ ସମ୍ବଲପୁର ଟାଉନ ଥାନାରେ ରୁଜୁ ମାମଲାରେ ସମ୍ବଲପୁର ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ ।ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ ।…