ତାଜା ଖବର ଦେଶ କୋଲକାତା ଦୁଷ୍କର୍ମ-ହତ୍ୟା ଘଟଣା: ସୁପ୍ରିମକୋର୍ଟରେ ହେବ ଶୁଣାଣି August 18, 2024 Nirvay କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। ୩ ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ। ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି ହେବ। ଆସନ୍ତା ୨୦ ତାରିଖରେ ଖଣ୍ଡପୀଠ…
ତାଜା ଖବର ଦେଶ ରାଜନୀତି ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା; ମିଳିଲାନି ଜାମିନ August 14, 2024 Papirani ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା । ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲାନି ଜାମିନ । ଦିଲ୍ଳୀ ମଦ ଦୁର୍ନୀତି ମାମଲାରେ ଅନ୍ତରୀଣ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ…
ତାଜା ଖବର ଦେଶ ବ୍ୟବସାୟ ଖଣି କମ୍ପାନୀଙ୍କଠାରୁ ରୟାଲଟି ଆଦାୟ କରିପାରିବେ ରାଜ୍ୟ August 14, 2024 Papirani ଖଣି ଉପରେ ରୟାଲଟି ଆଦାୟ ଅଧିକାରକୁ ନେଇ ଆଜି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ରାୟ ଅନୁସାରେ ଖଣି ବହୁଳ ରାଜ୍ଯଗୁଡିକ ବିଭିନ୍ନ ଖଣି କମ୍ପାନିଙ୍କଠାରୁ ବକେୟା ରୟାଲଟି ଆଦାୟ । ଏପରିକି ବିଗତ ୧ ଏପ୍ରିଲ ୨୦୦୫ରୁ ରାଜ୍ଯମାନେ ଲେଭି ଲାଗୁ…
ତାଜା ଖବର ଦେଶ ରାଜନୀତି ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ମିଳିଲା ଜାମିନ୍ August 9, 2024 Papirani ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ୍ ସିସୋଦିଆଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି । ସୁପ୍ରିମକୋର୍ଟରୁ ମନୀଷଙ୍କୁ ମିଳିଲା ଜାମିନ୍ । ସର୍ବୋଚ୍ଚ ଅଦାଲତ ସିସୋଦିଆଙ୍କୁ ୩ଟି ସର୍ତ୍ତରେ ଜାମିନ୍ ପ୍ରଦାନ କରିଛନ୍ତି । ପ୍ରଥମତଃ, ତାଙ୍କୁ ୧୦ ଲକ୍ଷ…
ତାଜା ଖବର ଦେଶ ପୁନଃ ନିଟ ପରୀକ୍ଷା ହେବନି: ସୁପ୍ରିମକୋର୍ଟ August 2, 2024 Nirvay ନିଟ୍ ପେପର ଲିକ୍ ମାମଲାରେ ସୁପ୍ରିମକୋର୍ଟ ଶୁଣାଣି କରି ରାୟ ପ୍ରକାଶ କରିଛନ୍ତି । ବଡ଼ଧରଣର ପେପର ଲିକ୍ ହୋଇନଥିବା ସୁପ୍ରିମକୋର୍ଟ କହିଲେ। କେବଳ ପାଟନା ଓ ହଜାରୀବାଗରେ ପେପର ଲିକ୍ ହୋଇଥିଲା। ସେଥିପାଇଁ ପୁନର୍ବାର ପରୀକ୍ଷା ଆବେଦନକୁ ମଧ୍ୟ ଖାରଜ…
ତାଜା ଖବର ଦେଶ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏସସି, ଏସଟିଙ୍କ ଉପବର୍ଗୀକରଣ ହେବ August 1, 2024 Nirvay ସରକାରୀ ଚାକିରିରେ ସଂରକ୍ଷଣ ଲାଗି ଅନୁସୂଚିତ ଜାତି(ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି)ର ଉପବର୍ଗୀକରଣ କରିପାରିବେ ରାଜ୍ୟ ସରକାର । ଏହି ଦୁଇ ବର୍ଗ ପାଇଁ ପୂର୍ବରୁ ଧାର୍ଯ୍ୟ ଥିବା କୋଟା ବା ସଂରକ୍ଷଣ ଭିତରେ ଆଉ ଏକ ଉପବର୍ଗୀକରଣ କରାଯାଇ…
ତାଜା ଖବର ଦେଶ ପୁନଃ ନିଟ-ୟୁଜି ପରୀକ୍ଷା ହେବନି: ସୁପ୍ରିମକୋର୍ଟ July 23, 2024 Nirvay ନିଟ ପେପର ଲିକ୍ ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ମାମଲାର ଶୁଣାଣି ଶେଷ ହୋଇଛି। ପୁନଃ ନିଟ-ୟୁଜି ପରୀକ୍ଷା ହେବନି ବୋଲି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ନେଇ ଗଠିତ ତିନି ଜଣିଆ ଖଣ୍ଡପୀଠ…
ଦେଶ ଗୃହିଣୀଙ୍କ ତ୍ୟାଗ ଓ ପରିବାର ପ୍ରତି ଭୂମିକାକୁ ସମ୍ମାନ ଦିଅ: ସୁପ୍ରିମକୋର୍ଟ July 11, 2024 Nirvay ଗୃହୀଣୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଆଜି ଏକ ବଡ଼ ବୟାନ ଦେଇଛନ୍ତି ସୁପ୍ରିମକୋର୍ଟ। ଗୃହିଣୀଙ୍କୁ ଆର୍ଥିକସ୍ତରରେ ନିଶ୍ଚିତ ଭାବେ ସଶକ୍ତ କରିବାର ଆବଶ୍ୟକତା ରହିଛି। ଗୃହିଣୀ ପରିବାରର ଆୟ ବିଷୟରେ ଅବଗତ ହେବା ଦରକାର। ପରିବାର ଆର୍ଥିକ ଅଭିବୃଦ୍ଧି ପାଇଁ ଗୃହିଣୀଙ୍କ…
ତାଜା ଖବର ଦେଶ ଛାଡପତ୍ର ପରେ ପୂର୍ବ ସ୍ଵାମୀଙ୍କଠାରୁ ମୁସଲମାନ ମହିଳା ପାଇବେ ଭରଣପୋଷଣ ଟଙ୍କା July 10, 2024 Papirani ତଲାକ୍ ହୋଇଥିବା ମୁସଲମାନ ମହିଳାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳାୟ। ଏଣିକି ତଲାକ୍ ପରେ ପୂର୍ବସ୍ଵାମୀଙ୍କଠାରୁ ଭରଣପୋଷଣ ଦାବି କରିପାରିବେ ମୁସଲମାନ ମହିଳା। ଏନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର କୋର୍ଟ କହିଛନ୍ତି , ମୁସଲମାନ ମହିଳାମାନେ CRPC…
ଦେଶ ଜାମିନ ପାଇଁ ସୁପ୍ରିମକୋର୍ଟ ଗଲେ କେଜରିୱାଲ June 23, 2024 Nirvay ଅବକାରୀ ନୀତି ଦୁର୍ନୀତି ମାମଲାରେ ଟ୍ରାଏଲ କୋର୍ଟ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟ ଏହା ଉପରେ ଅସ୍ଥାୟୀ ଭାବେ ରୋକ ଲଗାଇ ଦେଇଥିଲେ। ଏବେ ହାଇକୋର୍ଟଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପାଇଁ…