Tag: suresh pujari

Odisha Floods: ବନ୍ୟା କ୍ଷୟକ୍ଷତି ଆକଳନ ଆରମ୍ଭ: ସମ୍ପୂର୍ଣ୍ଣ ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କାର ସହାୟତା

ରାଜ୍ୟରେ ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ କ୍ଷୟକ୍ଷତିର ଆକଳନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯେଉଁ ସବୁ ସ୍ଥାନରୁ ବନ୍ୟା ପାଣି ସମ୍ପୂର୍ଣ୍ଣ ଭାବେ ନିଷ୍କାସିତ…

Odisha Floods: ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୮ ଲକ୍ଷ ପ୍ରଭାବିତ, ୨.୬୯ ଲକ୍ଷ ଲୋକ ସ୍ଥାନାନ୍ତରିତ ହୋଇଥିବା ସୂଚନା

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ରାଜ୍ୟର ୫ଟି ଜିଲ୍ଲାର ୧୨ଟିରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଉପସ୍ଥିତ…

Flood Situation in Odisha: ଓଡ଼ିଶାରେ ନିୟନ୍ତ୍ରଣରେ ଅଛି ବନ୍ୟା ସ୍ଥିତି: ରାଜସ୍ବ ମନ୍ତ୍ରୀ

ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିଲେ ମଧ୍ୟ ଓଡ଼ିଶାର ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଥିବା କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ରାଜ୍ୟରେ ବର୍ଷା ସ୍ଥିତି ଓ ମୁକାବିଲା ନେଇ ସାମ୍ବାଦିକ ସମ୍ମିଳନୀରେ…

Suresh Pujari Faces Protest: ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଦଳୀୟ କର୍ମୀଙ୍କ ବିରୋଧ, କନ୍ଦାଗାଡ଼ରେ ଉତ୍ତେଜନା

ଝାରସୁଗୁଡ଼ା ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ହୀରମା ପଞ୍ଚାୟତର କନ୍ଦାଗାଡ଼ ଗାଁରେ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ନିଜ ଦଳର କର୍ମୀଙ୍କ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି । ଏକ ମନ୍ଦିରରେ ପୂଜା କରିବା ପାଇଁ ମନ୍ତ୍ରୀ ସେଠାକୁ ଯାଇଥିବା…

New Revenue Bhavan in Bhubaneswar: ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ୬ ଶହ କୋଟି ଟଙ୍କା ଖର୍ଚ୍ଚରେ ୧୦ ମହଲା ବିଶିଷ୍ଟ…

Odisha Cabinet Reshuffle: କୌଣସି ମୁହୂର୍ତ୍ତରେ ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ରାଜସ୍ୱ ମନ୍ତ୍ରୀ

କୌଣସି ମୁହୂର୍ତ୍ତରେ ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଯେକୌଣସି ସମୟରେ ହୋଇପାରେ । ଏହା ସହ ନିଗମ ଏବଂ ବୋର୍ଡଗୁଡ଼ିକରେ ନିଯୁକ୍ତି ପ୍ରକ୍ରିୟା ମଧ୍ୟ…

Odisha Leads Census: ଜନଗଣନାରେ ଓଡ଼ିଶା ହେବ ନମ୍ବର ୧: ସୁରେଶ ପୂଜାରୀ

ରାଜ୍ୟରେ ଘରଗଣନା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇସାରିଲାଣି । ଦେଶରେ ଜନଗଣନା ସଫଳତାରେ କରିବାରେ ଓଡ଼ିଶା ୧ ନମ୍ବର ହେବ । କୋରାପୁଟରେ…