Tag: suresh pujari

Cyclone Arnab And Murasu Situation In Odisha: ବାତ୍ୟା ‘ଅର୍ଣ୍ଣବ’ ଓ ‘ମୁରାସୁ’କୁ ନେଇ ସୁରେଶ ପୂଜାରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ବାତ୍ୟା ‘ଅର୍ଣ୍ଣବ’ ଯୋଗୁ ଲଗାଣ ବର୍ଷା ଏବଂ ତା’ କାରଣରୁ ଆସିଥିବା ବନ୍ୟା ପ୍ରଭାବରେ ବିଶେଷ ଭାବେ ପ୍ରଭାବିତ ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ଜିଲ୍ଲା ସହିତ ସମ୍ପ୍ରତି ଲ୍ୟାଣ୍ଡଫଲ୍ କରିସାରିଥିବା ବାତ୍ୟା’ ମୁରାସୁ’ ସଂକ୍ରାନ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

4 IAS Officers To Visit 3 Flood-Affected Districts: ବନ୍ୟା କ୍ଷତି ଆକଳନ ପାଇଁ ୩ ଜିଲ୍ଲାକୁ ଯିବେ ୪ ଆଇଏଏସ୍ ଅଧିକାରୀ

ରାଜ୍ୟର ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍, ପୁନରୁଦ୍ଧାର ଏବଂ ତଦାରଖ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବନ୍ୟା ପ୍ରଭାବିତ ୩ ଜିଲ୍ଲା ଯିବେ ୪ ଆଇଏଏସ୍ ଅଧିକାରୀ । ଏ ନେଇ…

Cyclone Murasu: ବାତ୍ୟା ମୁରାସୁ: ଏସଆରସି କାର୍ଯ୍ୟାଳୟରେ ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ଆଗାମୀ ବାତ୍ୟା ‘ମୁରାସୁ’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏ ନେଇ ଆଜି ଏସଆରସି କାର୍ଯ୍ୟାଳୟରେ ବାତ୍ୟା ସ୍ଥିତି ଏବଂ ଏହାର ଗତିପଥକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବରିଷ୍ଠ ଅଧିକାରୀମାନଙ୍କ ସହ ଏକ ଉଚ୍ଚସ୍ତରୀୟ…

No Change in OPSC Exam Schedule: ବାତିଲ ହେବନି OPSC ପରୀକ୍ଷା, ବନ୍ୟା ପ୍ରଭାବିତ ପରୀକ୍ଷାର୍ଥୀଙ୍କ ଦାୟିତ୍ୱ ନେବେ ସରକାର: ମନ୍ତ୍ରୀ ସୁରେଶ ପୂଜାରୀ

ଓଡ଼ିଶା ଲୋକସେବା ଆୟୋଗ (OPSC) ପରୀକ୍ଷା ପରୀକ୍ଷା ଘୁଞ୍ଚିବ ନାହିଁ, ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସ୍ପଷ୍ଟ କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ପରୀକ୍ଷା ଥରେ ଘୁଞ୍ଚାଇଲେ ପୁନର୍ବାର ଆୟୋଜନ କରିବାକୁ ପ୍ରାୟ ୬…

Cyclone Arnab Updates: ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ କ୍ୟାଟେଗୋରୀ-୧ରେ ରଖି ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ବାତ୍ୟାର ସମ୍ଭାବ୍ୟ ଗତିପଥ ଏବଂ ଏହାର ପ୍ରଭାବକୁ ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ତାଙ୍କ ସୂଚନା ଅନୁଯାୟୀ, ବାତ୍ୟା…

Kotia Border Controversy: କୋଟିଆ ବିବାଦକୁ ନେଇ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ: ଜିଲ୍ଲାପାଳ ଓ SP ରଖିବେ କଡ଼ା ନଜର

ଆନ୍ଧ୍ର ସରକାରଙ୍କ ପକ୍ଷରୁ କୋଟିଆ ଅଞ୍ଚଳରେ ନିର୍ବାଚନ ଘୋଷଣା କରାଯିବା ପରେ ସୃଷ୍ଟି ହୋଇଥିବା ବିବାଦକୁ ନେଇ ଓଡ଼ିଶା ସରକାର ଅଧିକ ତତ୍ପର ହୋଇଉଠିଛନ୍ତି। ଏହି ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଆଜି ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…

Kotia Row: Pujari challenges Naveen: କୋଟିଆ ବିବାଦ: ନବୀନ ପଟ୍ଟନାୟକଙ୍କୁ ଖୋଲା ବିତର୍କ ପାଇଁ ଆହ୍ୱାନ କଲେ ସୁରେଶ ପୂଜାରୀ

ରାଜ୍ୟରେ ପୁଣି ଥରେ କୋଟିଆ ସୀମା ବିବାଦ ପ୍ରସଙ୍ଗ ରାଜନୈତିକ ବାତାବରଣକୁ ସରଗରମ କରିଛି। କୋଟିଆ ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଖୋଲା ବିତର୍କ ପାଇଁ ଆହ୍ୱାନ କରିଛନ୍ତି ବରିଷ୍ଠ ବିଜେପି ନେତା…

Suresh Pujari Targets Naveen: ଗ୍ରାଉଣ୍ଡକୁ ଯାଇ ଲୋକଙ୍କ ସମସ୍ୟା ବୁଝନ୍ତୁ; ନବୀନଙ୍କୁ ଟାର୍ଗେଟ୍ କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ରାଜ୍ୟରେ ବନ୍ୟା ପରିସ୍ଥିତିକୁ ନେଇ ରାଜନୀତି ଉଷ୍ମ ହେବାରେ ଲାଗିଛି। ଏ ନେଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ ନବୀନଙ୍କୁ ଗ୍ରାଉଣ୍ଡକୁ ଯାଇ ବନ୍ୟାଞ୍ଚଳର…

Basundhara Yojana: ରାଜ୍ୟରେ ବାସହୀନଙ୍କୁ ମିଳିବ ଜମି; ‘ବସୁନ୍ଧରା’ ଯୋଜନାର ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ରାଜ୍ୟର ବାସହୀନ ପରିବାରଗୁଡ଼ିକୁ ଚିହ୍ନଟ କରି ସେମାନଙ୍କୁ ଗୃହ ନିର୍ମାଣ ପାଇଁ ଜମି ଯୋଗାଇଦେବା ଲକ୍ଷ୍ୟରେ କାର୍ଯ୍ୟକାରୀ ହେଉଥିବା ‘ବସୁନ୍ଧରା ଯୋଜନା’ର କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁତ୍ୱାରୋପ କରିଛନ୍ତି। ​ଗତ…

Odisha Floods: ସମସ୍ତ ନଦୀରେ ଜଳପତନ ବିପଦ ସଙ୍କେତ ତଳେ, ସ୍ଥିତି ଉପରେ ନଜର ରଖିଛି ସରକାର: ମନ୍ତ୍ରୀ ସୁରେଶ ପୂଜାରୀ

ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ଆଶଙ୍କା ରହିଥିବା ବେଳେ ସରକାର ସମ୍ପୂର୍ଣ୍ଣ ସତର୍କ ଅବସ୍ଥାରେ ରହିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟର ସମସ୍ତ ନଦୀରେ ଜଳପତନ ବିପଦ…