Tag: Suryabanshi Suraj

ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ଆସିଲା ନୂଆ କୋର୍ସ

ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଜାତୀୟ ପ୍ରତିଭୂତି ବିନିମୟ ସଂସ୍ଥା (National Stock Exchange of India) ମଧ୍ୟରେ ଗୁରୁବାର ଦିନ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏ ବିଷୟରେ ରାଜ୍ୟ…

OPSC /SSC ପ୍ରଶ୍ନପତ୍ର ବିଭ୍ରାଟ ଘଟଣା; ଯିଏ ଦୋଷୀ ତାକୁ ଛଡ଼ା ଯିବନି: ସୂର୍ଯ୍ୟବଂଶୀ ସୂରଜ

ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷା OPSC /SSCରେ ତ୍ରୁଟି ସାମ୍ନାକୁ ଆସିବା ପରେ ଆଜି ପ୍ରତିକ୍ରିୟା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ । ଯିଏ…

ଓଡ଼ିଆ ଅସ୍ମିତାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ସାହୁ ଓ ସୂର୍ଯ୍ୟବଂଶୀ

ଗୃହରେ ଉଠିଲା ଓଡ଼ିଆ ଅସ୍ମିତା ଝଡ । ଓଡ଼ିଆ ଅସ୍ମିତାକୁ ନେଇ ମୁହାଁମୁହିଁ ହେଲେ ବିରୋଧୀ ଦଳର ବିଧାୟକ ଅରୁଣ ସାହୁ ଏବଂ କ୍ରୀଡ଼ା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ । ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ଲିଖିତ ପ୍ରଶ୍ନ…

ସୂରଜଙ୍କୁ ଫୁଲ୍ କ୍ରେଡିଟ୍ ନେବାକୁ ଦେଲେନି ସଂଜୟ

ଆସନ୍ତାବର୍ଷ ଫେବୃଆରୀ ୯ ତାରିଖ ଦିନ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଆଉ ଅନେକ ବର୍ଷ ପରେ ଦିନିକିଆ ମ୍ୟାଚ୍ ବା ଓ୍ୱାନ ଡେ ମ୍ୟାଚ ଆମର ଖେଳା ଯିବାକୁ ଯାଉଛି…

ଭୁବନେଶ୍ୱର ରେ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ର ନୂଆ ଶାଖା

ଭୁବନେଶ୍ୱରରେ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (ଏନଏସଡି) ର ଏକ ଶାଖା ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାର ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ରାଜ୍ୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟରେ ଏହା ଭୁବନେଶ୍ୱରର ଗୁରୁ କେଳୁଚରଣ ମହାପାତ୍ର…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି: ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ 

ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ…