Tag: Sushila Karki

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ଅଶାନ୍ତ ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ରାଷ୍ଟ୍ରପତି ରାମ ଚନ୍ଦ୍ର ପଉଡେଲ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ହୋଇଛନ୍ତି ସୁଶୀଳା…

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି

ନେପାଳର ନୂଆ କାମଚଳା ପ୍ରଧାନମନ୍ତ୍ରୀ ହେଲେ ପୂର୍ବତନ ନେପାଳ ସୁପ୍ରିମକୋର୍ଟ ବିଚାରପତି ସୁଶୀଳା କାର୍କି । ନେପାଳରେ ଚାଲିଥିବା ପ୍ରତିବାଦ ମଧ୍ୟରେ, ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ ସେ ନେଇ ବୈଠକ ବସିବା ପରେ ସୁଶୀଳାଙ୍କ ନାଁରେ ଲାଗିଥିଲା ମୋହର ।…