Tag: Susmita Oram

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ବରଗଡ଼ ଡ଼ାଙ୍ଗବାହାଲ ପଞ୍ଚାୟତ ଗାଇସିଲଟ୍ ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି। ଏହାପରେ ଭିଜିଲାନ୍ସ କନିଷ୍ଠ ଯନ୍ତ୍ରୀଙ୍କ ଘରେ ଏବଂ ଅଫିସ ଉପରେ ଚଢ଼ାଉ ଜାରି…