Tag: Suvendu Adhikari

ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ କହିବା ପ୍ରସଙ୍ଗ; ନିମ୍ନସ୍ତରକୁ ଖସିଛନ୍ତି ପଶ୍ଚିମବଙ୍ଗ ସରକାର: ଶୁଭେନ୍ଦୁ ଅଧିକାରୀ

ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ କହିବା ମନ୍ତବ୍ୟକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ସ୍ବାଗତ କରିଛନ୍ତି । ସେ କହିଛନ୍ତି ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ…