ତାଜା ଖବର ରାଜ୍ୟ Swami Laxmanananda Saraswati Book Released: ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 28, 2026 Papirani ଆଜି ସ୍ଥାନୀୟ ରେଳ ଅଡିଟୋରିଅମ ଠାରେ ଆୟୋଜିତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଉପରେ ରଚିତ ‘ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ: କୃତି ଓ ବ୍ୟକ୍ତିତ୍ୱ’ ପୁସ୍ତକର ଉନ୍ମୋଚନ ସମାରୋହରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ…