ରାଜ୍ୟ National Youth Day: ଉତ୍କଳ ବିଶ୍ୱ ବିଦ୍ୟାଳୟରେ ଜାତୀୟ ଯୁବ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ January 12, 2026 Nirvay ଆଜି ଉତ୍କଳ ବିଶ୍ୱ ବିଦ୍ୟାଳୟ ବାଣୀବିହାର ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସ୍ୱାମୀଜୀଙ୍କୁ ରାଷ୍ଟ୍ର ନିର୍ମାଣର ଆଧାର ଓ ଚାରିତ୍ରିକ…