ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ଓ ଋତୁପର୍ଣ୍ଣା ପଣ୍ଡା August 18, 2025 Nirvay ଓଡ଼ିଶାର ଦୁଇ ଷ୍ଟାର ବ୍ୟାଡମିଣ୍ଟନ ଖେଳାଳି ଶ୍ୱେତପର୍ଣ୍ଣା ପଣ୍ଡା ଓ ଋତୁପର୍ଣ୍ଣା ପଣ୍ଡା ଲୋକସେବା ଭବନରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ଅଗଷ୍ଟ ୨୫ ରୁ ୩୧ ପର୍ଯ୍ୟନ୍ତ ପ୍ୟାରିସରେ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ…