Tag: T20

ଡିସେମ୍ବର ୯ରେ ବାରବାଟୀରେ ହେବ ଟି-ଟ୍ବେଣ୍ଟି

ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍ । ଆସନ୍ତା ଡିସେମ୍ବର ୯ରେ ଖେଳାଯିବ ମ୍ୟାଚ୍ । ଚଳିତ ବର୍ଷ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ସେଥିମଧ୍ୟରୁ ଡିସେମ୍ବର ୯ରେ ଓଡ଼ିଶାର…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଭାରତ

ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଭାରତ ଦମଦାର ବିଜୟ ହାସଲ କରିଛି । ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮…

ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍ ସେମିଫାଇନାଲ୍‌ରେ ପହଞ୍ଚିଲା ଆଫଗାନିସ୍ତାନ

ଚଳିତ ଟି-୨୦ ବିଶ୍ୱକପରେ ପ୍ରଥମଥର ସେମିଫାଇନାଲରେ ପାଦ ଥାପିଛି ଆଫଗାନିସ୍ତାନ ଟିମ୍‌ । ସୁପର-୮ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବାଂଲାଦେଶକୁ ହରାଇବା ସହ ସେମିରେ ପ୍ରବେଶ କରିଛି ଦଳ । ଆଫଗାନିସ୍ତାନ କ୍ରିକେଟ୍‌ ଟିମ୍‌ ପାଇଁ ଏହା ଐତିହାସିକ ମୁହୂର୍ତ୍ତ । ବାଂଲାଦେଶ…