Tag: Tableu

ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାରିଲା ବାଜି; ପଢ଼ନ୍ତୁ ପୁରା ଖବର

କର୍ତ୍ତବ୍ୟପଥରେ ବାଜି ମାରିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼। ଦିଲ୍ଲୀ ଗଣତନ୍ତ୍ର ଦିବସ ପରେଡରେ ସାମିଲ ହୋଇଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଥମ ସ୍ଥାନ ହାସଲ କରିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଚାରକ ମଣ୍ଡଳୀ…