ତାଜା ଖବର ରାଜ୍ୟ New Talcher-Bimlagarh Rail Project: ତାଳଚେର-ବିମଳାଗଡ଼ ନୂତନ ବ୍ରଡ୍ଗେଜ୍ ରେଳପଥ ସଂକ୍ରାନ୍ତରେ ରାଜସ୍ୱ ସଚିବଙ୍କ ସମୀକ୍ଷା August 22, 2026 Nirvay ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ତାଳଚେର-ବିମଳାଗଡ଼ ନୂତନ ବ୍ରଡ୍ଗେଜ୍ ରେଳପଥ ପ୍ରକଳ୍ପର ଜମି ଅଧିଗ୍ରହଣ ସ୍ଥିତି, ବିଚାରାଧୀନ ମାମଲା ଏବଂ ରେଳପଥ ନିର୍ମାଣ କାର୍ଯ୍ୟରେ…