Tag: Tamil Nadu

Attack On Odia Youth In Tamil Nadu: ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ; ଗଭୀର ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କ ଉପରେ ହୋଇଥିବା ଅମାନୁଷିକ ଆକ୍ରମଣ ଘଟଣାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ସଂଜ୍ଞାନ ନେବା ସହ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ଜଣେ ନିରୀହ ଓଡ଼ିଆ…

Sickle Attack On Odisha Youth In Tamil Nadu: ଓଡ଼ିଆ ଯୁବକଙ୍କୁ ତାମିଲନାଡୁରେ ମରଣାନ୍ତକ ଆକ୍ରମଣ

ଜଣେ ଓଡ଼ିଆ ଯୁବକଙ୍କୁ ତାମିଲନାଡୁରେ ମରଣାନ୍ତକ ଆକ୍ରମଣ ଘଟଣାତୀବ୍ର ପ୍ରତିକ୍ରିୟା ପ୍ରକାଶ କଲେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ । ତାମିଲନାଡୁ ସରକାରଙ୍କୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଏହା ସହ ଏପରିକି ଘଟଣାର ତଦନ୍ତ ପାଇଁ…

ଅଭିନେତା ବିଜୟଙ୍କ ରାଲିରେ ଅଘଟଣ, ଦଳାଚକଟାରେ ୩୦ ରୁ ଅଧିକ ମୃତ୍ୟୁ ଆଶଙ୍କା

ତାମିଲନାଡୁର କରୁରରେ ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ନିର୍ବାଚନ ରାଲିରେ ଦଳାଚକଟା ଯୋଗୁଁ ୩୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ‘ତାମିଝାଗା ଭେଟ୍ରି କାଝଗମ୍’ (TVK) ମୁଖ୍ୟ…

ଡିଲିମିଟେସନ ବୈଠକରେ ସାମିଲ ହେଲେ ବିଜେଡି ନେତା; ଓଡ଼ିଶା ପାଇଁ ନ୍ୟାୟ ମାଗିଲେ ନବୀନ

ଆଜି ଚେନ୍ନାଇରେ ଆୟୋଜିତ ସୀମା ପୁନଃ ନିର୍ଦ୍ଧାରଣ ବା ଡିଲିମିଟେସନ ସମ୍ପର୍କିତ ଯୁଗ୍ମ କାର୍ଯ୍ୟାନୁଷ୍ଠାନ କମିଟିର ପ୍ରଥମ ବୈଠକ ଆୟୋଜିତ ହୋଇଛି । ଏହି ଡିଲିମିଟେସନ ବୈଠକରେ ସାମିଲ ହୋଇଛନ୍ତି ବିଜେଡି ନେତା ଅମର ପଟ୍ଟନାୟକ ଓ ସଞ୍ଜୟ ଦାସବର୍ମା ।…

ତାମିଲନାଡୁରେ ସ୍ବାମୀ ଓ ଛୁଆ ସମ୍ମୁଖରେ ଓଡ଼ିଆ ମହିଳାଙ୍କୁ ଗଣଦୁଷ୍କର୍ମ

ତାମିଲନାଡୁରେ କାମ କରିବାକୁ ଯାଇଥିବା ଜଣେ ୨୭ ବର୍ଷୀୟ ଓଡ଼ିଆ ମହିଳାଙ୍କୁ ଗଣଦୁଷ୍କର୍ମ । ବନ୍ଧୁକ ଦେଖେଇ ଭୟଭୀତ କରି ନିଜ ସ୍ୱାମୀ ଓ ତିନି ବର୍ଷର ଛୁଆ ସାମନାରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗଣଦୁଷ୍କର୍ମ ଅଭିଯୋଗ ପରେ ତିରୁପୁରୁ…

ତାମିଲନାଡୁ ଦାଦନ ଖଟିବାକୁ ଯାଇ ୨ ଯୁବକଙ୍କ ମୃତ୍ୟୁ

ଦାଦନ ଖଟିବାକୁ ଯାଇ ଗଲା ଜୀବନ । ତାମିଲନାଡୁ ଦାଦନ ଖଟିବାକୁ ଯାଇ ୨ ଯୁବକଙ୍କୁ ମୃତ୍ୟୁ ଘଟିଛି । ଚେନ୍ନାଇ ସେଣ୍ଟ୍ରାଲ ନିକଟ ପେରାମ୍ବର ଷ୍ଟେସନରୁ ୨ ମୃତଦେହ ଉଦ୍ଧାର ନେଇ ତାମିଲନାଡୁ ପୋଲିସ ପକ୍ଷରୁ ସୂଚନା ମିଳିଛି ।…

ତାମିଲନାଡୁର ଏକ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ; ୭ ମୃତ, ୨୯ ଆହତ

ତାମିଲନାଡୁର ଡିଣ୍ଡିଗୁଲରେ ଥିବା ଏକ ଘରୋଇ ହସ୍ପପିଟାଲରେ ଭୟାଭୟ ଅଗ୍ନିକାଣ୍ଡ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ ଅଗ୍ନିଶମ ବାହିନୀ । ଏହି ଭୟାବହ ଅଗ୍ନିକାଣ୍ଡ ଘଟି ୭ ଜଣଙ୍କ ମୃତ୍ୟୁ…

ତାମିଲନାଡୁରେ ନର୍ସିଙ୍ଗ ଛାତ୍ରୀଙ୍କୁ ଅପହରଣ ପରେ ଦୁଷ୍କର୍ମ

ତାମିଲନାଡୁର ଡିଣ୍ଡିଗୁଲ ଜିଲ୍ଲା ଅନ୍ତର୍ଗତ ଥେନିର ଜଣେ ନର୍ସିଂ ଛାତ୍ରୀଙ୍କୁ ଜଣେ ଦୁବୃତ୍ତ ଅପହରଣ କରିବା ପରେ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ପରେ ଅଭିଯୁକ୍ତ ଜଣଙ୍କ ତାଙ୍କୁ ଡିଣ୍ଡିଗୁଲ ରେଳ ଷ୍ଟେସନ ନିକଟରେ ଛାଡି ଦେଇଥିଲେ। ସେଠାରେ ସେ…

ତାମିଲନାଡ଼ୁ ମଦ ମୃତ୍ୟୁ ସଂଖ୍ୟା ୪୭ରେ ପହଞ୍ଚିଲା

ଜୀବନ ନେଉଛି ବିଷାକ୍ତ ଓ ଅପମିଶ୍ରିତ ମଦ। ସଚେତନ ହେଉନାହାଁନ୍ତି ଜନସାଧାରଣ। ଅପମିଶ୍ରିତ ମଦ ପିଇ ପ୍ରାଣହାନୀ ଘଟିବା ଭଳି ଦୁଃଖଦ ଘଟଣା ଆଗରୁ ମଧ୍ୟ ଘଟିଛି। ଏବେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତାମିଲନାଡୁର କାଲାକୁରିଚି ଜିଲ୍ଲାରେ। ଅପମିଶ୍ରିତ…

ତାମିଲନାଡୁରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ମୃତ

ତାମିଲନାଡୁର କାଲାକୁରିଚି ଜିଲ୍ଲାରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କୁ ବାଦ୍‌ ଦେଲେ ଅନ୍ୟ ୧୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତମାନଙ୍କ ମଧ୍ୟରେ ମହିଳାମାନେ ମଧ୍ୟ ଅନ୍ତର୍ଭୁକ୍ତ। ଅଧିକାଂଶଙ୍କ ଶବ ବ୍ୟବଚ୍ଛେଦ ହୋଇସାରିଛି।…