Tag: Tamil Nadu

Former Tamil Nadu Deputy CM Arrested: ତାମିଲନାଡ଼ୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍‌ ଗିରଫ

ତାମିଲନାଡ଼ୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍‌ ଗିରଫ । ଷ୍ଟାଲିନ୍‌ଙ୍କୁ ତାଙ୍କ ବାସଭବନରୁ ଗିରଫ କଲା ପୋଲିସ। ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ଦେଇଥିବା ଏକ ବିବାଦୀୟ ମନ୍ତବ୍ୟ ମାମଲାରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅନ୍ୟପଟେ ଗିରଫଦାରୀରୁ ବର୍ତ୍ତିବା ପାଇଁ…

Tamil Nadu Ammonia Gas Leak: ତାମିଲନାଡୁ ଗ୍ୟାସ ଲିକ୍ ଘଟଣା; ୧୫କୁ ବୃଦ୍ଧି ପାଇଲା ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା

ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲାରେ ଥିବା ପିଟର୍ ଆଣ୍ଡ ପଲ୍ ସି-ଫୁଡ୍ ଏକ୍ସପୋର୍ଟ୍ସ ପ୍ରାଇଭେଟ୍ ଲିମିଟେଡ୍ କାରଖାନାରେ ଘଟିଥିବା ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା ପୁଣି ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ହେଲେ କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁର ବ୍ଲକର…

Tamil Nadu Gas Tragedy: ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ବର ଆସିଲା ୫ ମୃତଦେହ; ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରେ ପହଞ୍ଚିଲା ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ମୃତ୍ୟୁ ବରଣ କରିଥିବା ୫ ଶ୍ରମିକଙ୍କ ମୃତଦେହ । ଓଡ଼ିଆ ଶ୍ରମିକ ମାନଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନ ବନ୍ଦର ଠାରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…

Tamil Nadu Gas Tragedy: ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି; ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ପୁଣି ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ସଦର ଥାନା କୋଡ଼ିପଶା ଗ୍ରାମର ସଜନୀ ଜୁଆ ବୋଲି ଜଣାପଡ଼ିଥିବା ବେଳେ ଏହାକୁ ମିଶାଇ ମୃତ୍ୟୁ…

Tamil Nadu Gas Tragedy: ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି; ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ତାମିଲନାଡୁର ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଅଘଟଣରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ଜଣଙ୍କ ର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ତାମିଲନାଡ଼ୁ ମେଡିକାଲ୍‌ରେ ମୃତ୍ୟୁ ।…

Tamil Nadu Gas Tragedy: ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା; ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରି ମୃତ୍ୟୁ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…