Tag: Tamil Nadu

ତାମିଲନାଡୁରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ମୃତ

ତାମିଲନାଡୁର କାଲାକୁରିଚି ଜିଲ୍ଲାରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କୁ ବାଦ୍‌ ଦେଲେ ଅନ୍ୟ ୧୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତମାନଙ୍କ ମଧ୍ୟରେ ମହିଳାମାନେ ମଧ୍ୟ ଅନ୍ତର୍ଭୁକ୍ତ। ଅଧିକାଂଶଙ୍କ ଶବ ବ୍ୟବଚ୍ଛେଦ ହୋଇସାରିଛି।…