Tag: Target

ଅଭିଯୁକ୍ତ ବିଜେପି ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ସୁରକ୍ଷା ଦେଉଛନ୍ତି : ବିଜେଡି

ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ସର୍ବୋଚ୍ଚ ନ୍ୟାୟାଳୟରେ ଖାରଜ ହୋଇଯିବା ପରେ ଗଣମାଧ୍ୟମରେ ସେ ଦେଇଥିବା ବୟାନ ଉପରେ ବିଜୁ ଜନତା ଦଳର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଦେବ ଏହା…

ନବୀନଙ୍କ ଯୁଗାନ୍ତକାରୀ ନିଷ୍ପତ୍ତି ସମୂହକୁ ଆଗକୁ ନେବା ପରିବର୍ଭେ ନକରାତ୍ମକ ମନ୍ତବ୍ୟରୁ ମୋହନ ସରକାର କ୍ଷାନ୍ତ ରୁହନ୍ତୁ: ବିଜେଡି

ସମବାୟ ସପ୍ତାହ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଆଜି ଦେଇଥିବା ମନ୍ତବ୍ୟ ଦୁର୍ଭାଗ୍ୟଜନକ ଓ ଗ୍ରହଣୀୟ ନୁହେଁ ବୋଲି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜୁ ଜନତା ଦଳର ମୁଖପାତ୍ର ତୁମ୍ବନାଥ ପଣ୍ଡା। ସରକାରକୁ ଆସିବାର…

ଆମ୍ବ ଟାକୁଆ ଖାଇ ମୃତ୍ୟୁ ମାମଲା: ରାଜ୍ୟ ସରକାରଙ୍କୁ ପୁଣି ଟାର୍ଗେଟ କଲେ ନବୀନ

ଆମ୍ବ ଟାକୁଆ ମୃତ୍ୟୁ ନେଇ ଦିନକୁ ଦିନ ତେଜୁଛି ରାଜନୀତି ।ଆମ୍ବ ଟାକୁଆ ଖାଇ ଦୁଇଜଣ ଆଦିବାସୀ ମହିଳା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ।…

ଚୋରି ଘଟଣା କୁ ନେଇ ତାରାତାରିଣୀ ମନ୍ଦିର କୁ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପଠାଇଲା ବିଜେଡି

ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଦୈବୀପୀଠ ତାରାତାରିଣୀ ମନ୍ଦିରରୁ ଚୋରି ଘଟଣା ନେଇ ବିଜୁ ଜନତା ଦଳ ରାଜ୍ୟସରକାରଙ୍କ ଉପରେ ବର୍ଷିଛି | ଏହା ଘଟଣା ସ୍ଥଳକୁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପଠାଇଛି । ବିଜୁ ଜନତା ଦଳର ସଭାପତି ନବୀନ…

ମନ୍ଦ ଉଦ୍ଦେଶ୍ୟ ରଖି ଆଦିବାସୀଙ୍କ ନାଁରେ ରାଜନୀତି କରୁଛି ବିଜେଡି: ବିଜେପି

ବିଜେପି ଆଜି ସାମ୍ୱାଦିକ ସମ୍ମିଳନୀ କରି ଆମ୍ବ ଟାକୁଆ ଜାଉ ଦ୍ଵାରା ମୃତ୍ୟୁ ବରଣ କରିଥିବା ମାମଲାରେ ବିଜେଡ଼ି କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତ୍ରୀଙ୍କ ମିଛ କହିବାର ଅଭ୍ୟାସ ରହିଛି । ପ୍ରତିଦିନ ଗଣମାଧ୍ୟମର ସମୟ ନଷ୍ଟ କରିବାର…

ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି: ଜୟନାରାୟଣ ମିଶ୍ର

ପ୍ରମିଳା ମଲ୍ଲିକଙ୍କ ୧୪୦ ସିଟ୍ ଜିତିବା ମନ୍ତବ୍ୟକୁ ଟାର୍ଗେଟ କରି ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ଅମିତ ଶାହାଙ୍କ ଗୋଟିଏ ହୁଇସିଲରେ ବିଜେଡି ଭାଙ୍ଗିଯିବ । ଆମ ଉପରେ କିଛି କହିବା ଆଗରୁ ବିଜେଡି ଆଗେ ନିଜ ଘର…

ବିଜେଡି ମୁହଁରେ ଓବିସି ପ୍ରସଙ୍ଗ ଶୋଭା ପାଉନାହିଁ: ବିଜେପି

୨୪ ବର୍ଷ ଶାସନରେ ବିଜୁ ଜନତା ଦଳ ସରକାର ୫୪ ଭାଗ ପଛୁଆବର୍ଗଙ୍କୁ ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଂଚିତ କରିଛନ୍ତି । ନିଜେ ନବୀନ ବାବୁ ଏବଂ ତାଙ୍କ ଦଳ ବିଜେଡି ସମ୍ପୂର୍ଣ୍ଣ ଭାବେ ପଛୁଆବର୍ଗ ବିରୋଧୀ । ଶିକ୍ଷା, ନିଯୁକ୍ତି,…

ନବୀନଙ୍କ କାମର ଶ୍ରେୟ ନେବା ପାଇଁ ବ୍ୟଗ୍ର ଆଜିର ସରକାର: ବିଜେଡି

ବର୍ତମାନର ବିଜେପି ସରକାର କେବଳ ନବୀନ ସରକାରଙ୍କ ଅମଳରେ ହୋଇଥିବା ଅନେକ କାର୍ଯ୍ୟଗୁଡିକର ରିବନ କାଟି ଉଦଘାଟନ କରୁଛନ୍ତି ଓ ଶ୍ରେୟ ନେବାକୁ ଚେଷ୍ଟା କରୁଛନ୍ତି । ତେଣୁ ଏହି ସରକାରକୁ ରିବନ କଟା ସରକାର କହିଲେ ଭୁଲ ହେବ ନାହିଁ…

ମାତୃଜାତିର ଅସମ୍ମାନ ବିଜେଡିର ଚରିତ୍ର: ବିଜେପି

ପବିତ୍ର ବିଧାନସଭା ଗୃହରେ ବାଚସ୍ପତିଙ୍କ ଉପରେ ଆକ୍ରମଣ ଭଳି ସ୍ଥିତି ସୃଷ୍ଟି କରି ଜଣେ ମହିଳାଙ୍କ ଉପରେ ବିଜେଡି ବିଧାୟକଙ୍କ ବ୍ୟବହାର/ଆଚରଣ ଅତ୍ୟନ୍ତ ଲଜ୍ଜାଜନକ, ଦୁର୍ଭାଗ୍ୟଜନକ ଓ ଦୁଃଖଦାୟକ । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ ଦେବା…

ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ହୋଇ ମଧ୍ଯ ଆଦିବାସୀଙ୍କ ସ୍ବାର୍ଥ ବିଷୟରେ ଚିନ୍ତା କରୁନାହାନ୍ତି: ବିଜେଡି

ଶଙ୍ଖଭବନ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ପ୍ରଦୀପ ମାଝୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଓଡିଶା ସ୍ବାର୍ଥର ନାରା ଦେଇ କ୍ଷମତାକୁ ଆସିଥିବା ବିଜେପି ସରକାର ନିକଟରେ ଶେଷ ହୋଇଥିବା ନୀତି ଆୟୋଗ ବୈଠକରେ ପୋଲାଭରମ…