ତାଜା ଖବର ରାଜ୍ୟ ଓଡ଼ିଆ ନବ ବର୍ଷରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା April 14, 2025 Papirani ଓଡ଼ିଆ ନବ ବର୍ଷରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ଆଜି ପ୍ରଥମେ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ…