Tag: Teacher recruitment

ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ସରକାରଙ୍କ ସହ ଆଲୋଚନା କଲେ ଶତାଧିକ ଛାତ୍ରଛାତ୍ରୀ 

ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତିକୁ ନେଇ ଦୀର୍ଘ ଦିନର ଆନ୍ଦୋଳନ ଏବଂ ଆଲୋଚନା ପରେ ଗତ ୯ ଅକ୍ଟୋବର ୨୦୨୪ରେ ଷ୍ଟାଫ ସିଲେକସନ କମିଶନର ୬ ହଜାର ଶିକ୍ଷକ ନିଯୁକ୍ତି ବିଜ୍ଞାପନରେ ହିନ୍ଦୀ,ସଂସ୍କୃତ, ତେଲଗୁ, ଉର୍ଦ୍ଦୁ,ବିଜ୍ଞାନ,ପିଇଟି ଶିକ୍ଷକ ଇତ୍ୟାଦି ଶିକ୍ଷକ ନିଯୁକ୍ତି…