Tag: Teacher

Jagatsinghpur SSA Teacher Terminated: ଜାଲ୍ ଜାତିଗତ ପ୍ରମାଣ ଦେଇ ଶିକ୍ଷକ ବହିଷ୍କୃତ

ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ଅନ୍ତର୍ଗତ ଗୋଡ଼ା ବୃନ୍ଦାବନ ବିହାରୀ ହାଇସ୍କୁଲର ଶିକ୍ଷକ ଚାକିରୀରୁ ବହିଷ୍କୃତ ହୋଇଛନ୍ତି । ଶିକ୍ଷକ ସୁଶାନ୍ତ କୁମାର ମଣ୍ଡଳ ନକଲି ଜାତିଗତ ପ୍ରମାଣ ଦେଇ ଚାକିରୀ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାପାଳ ତାଙ୍କୁ କାର୍ଯ୍ୟରୁ ବହିଷ୍କୃତ…

Odisha Census: ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଜନଗଣନାରେ ନିୟୋଜିତ ଶିକ୍ଷକଙ୍କୁ ଅଟକାଇଲେ ସ୍କୁଲ ବିରୋଧରେ ଆକ୍ସନ୍ । ଜନଗଣନା ୨୦୨୭ କାର୍ଯ୍ୟରେ ଶିକ୍ଷକ ଓ ସ୍କୁଲ କର୍ମଚାରୀଙ୍କ ଅନିର୍ବାଯ୍ୟ ସାମିଲ୍ ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ । କିଛି ସ୍କୁଲ୍‌ କର୍ତ୍ତୃପକ୍ଷ ଶିକ୍ଷକଙ୍କୁ ରିଲିଜ୍‌…

Census Training 2026: ଜନଗଣନା ଟ୍ରେନିଂ ସମୟ ପରିବର୍ତ୍ତନ ପାଇଁ ଜିଲ୍ଲାପାଳଙ୍କୁ ଚିଠି

ଜନଗଣନା ଟ୍ରେନିଂ ସମୟ ପରିବର୍ତ୍ତନ କରିବାକୁ ଜିଲ୍ଲାପାଳଙ୍କୁ ଅନୁରୋଧ । ଚିଠି ଲେଖି ଅନୁରୋଧ କଲେ ମାଟ୍ରିକ ଖାତା ଦେଖୁଥିବା ଶିକ୍ଷକ । ଗୋଟିଏ ସମୟରେ ଜନଗଣନା ତାଲିମ ଏବଂ ମାଟ୍ରିକ ଖାତା ମୂଲ୍ୟାୟନକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଶିକ୍ଷକ। ମୂଲ୍ୟାୟାନ…

Teacher Held For Raping Girl Student: ଛାତ୍ରୀଙ୍କ ସହ ଶାରିରୀକ ସଂପର୍କ ରଖିବା ଅଭିଯୋଗରେ ଶିକ୍ଷକ ଗିରଫ

ଛାତ୍ରୀଙ୍କ ସହ ଶାରିରୀକ ସଂପର୍କ ରଖିବା ଅଭିଯୋଗରେ ଶିକ୍ଷକ ଗିରଫ । ଲହୁଣିପଡ଼ା ଥାନା ଅଞ୍ଚଳର ଏକ ହାଇସ୍କୁଲର ସାହିତ୍ୟ ଶିକ୍ଷକ ଗିରଫ । ସାହିତ୍ୟ ଶିକ୍ଷକ ତାପସ କୁମାର ବଢ଼େଇଙ୍କୁ ଗିରଫ କଲା ଲହୁଣିପଡ଼ା ପୋଲିସ । ବାରମ୍ବାର ଶାରିରୀକ…

ଜାଲ୍‌ ସାର୍ଟିଫିକେଟ ପାଇଁ ନିଲମ୍ବିତ ହୋଇଛନ୍ତି ୪୨୪ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ

ଜାଲ୍ ସାର୍ଟିଫିକେଟ୍‌ ଦେଇ ଚାକିରୀରୁ ନିଲମ୍ବନ ହୋଇଛନ୍ତି ୪୨୪ ଜଣ ଶିକ୍ଷକ । ଏ ନେଇ ଆଜି ଗୃହରେ ବିଧାୟିକା ସୁଭାଷିନୀ ଜେନାଙ୍କ ପ୍ରଶ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଲିଖିତ ଉତ୍ତର ଦେଇଛନ୍ତି । ଗଣଶିକ୍ଷା ମନ୍ତ୍ରୀ…

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ତର୍ଜମା କରିବେ ସରକାର: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ରାଜ୍ୟ ସରକାର ତର୍ଜମା କରିବେ । ଶିକ୍ଷକଙ୍କ ସ୍ୱାର୍ଥ ବି ଦେଖିବାର ଆବଶ୍ୟକତା ରହିଛି…

ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ…

ଶିକ୍ଷୟିତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଧାରଣାରେ ଛାତ୍ରଛାତ୍ରୀ

ଛାତ୍ରଛାତ୍ରୀଙ୍କୁ ଶିକ୍ଷୟିତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ । ଢେଙ୍କାନାଳ ସଦର ବ୍ଲକ୍‌ ଭାନିରାମ ଆଦର୍ଶ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ପ୍ରମିଳା ବେହେରାଙ୍କୁ ନେଇ ଛାତ୍ରଛାତ୍ରୀଙ୍କ ଅଭିଯୋଗ । ଛାତ୍ରଛାତ୍ରୀଙ୍କୁ ସଂସ୍କୃତ ଶିକ୍ଷୟିତ୍ରୀ ଗାଳିଗୁଲଜ ସହ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ଏବେ ସମ୍ନାକୁ ଆସୁଛି ।…

୧୫ ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ୍ ପ୍ରସଙ୍ଗ: ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

୧୫ ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ୍ ପ୍ରସଙ୍ଗ । ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ । ଆବେଦନକାରୀ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି । ୪ ସପ୍ତାହ ପରେ…

‘ନିର୍ଭୟ’ ପ୍ରଭାବ: ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ବିରୋଧରେ ହେବ ତଦନ୍ତ

କଟକ ଜିଲ୍ଲା ମାହାଙ୍ଗା ମଣ୍ଡଳ ଶିକ୍ଷା ଅଧୂକାରୀଙ୍କ କାର୍ଯ୍ୟାଳୟ ଅଧାନରେ ଥିବା ଝାଡେଶ୍ବରପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମନମାନି ଚାଲିଥିବା ଦେଖିବାକୁ ମିଳିଛି । ବିଦ୍ୟାଳୟରେ ପିଲାଙ୍କୁ ପାଠ ନପଢ଼ାଇ ମୋବାଇଲରେ ବ୍ୟସ୍ତ ରହୁଛନ୍ତି ଶିକ୍ଷକ ଓ…