Tag: Teachers post

ରାଜ୍ୟରେ ଖାଲି ପଡିଛି ୩୦ ହଜାରରୁ ଅଧିକ ଶିକ୍ଷକ ପଦବୀ

ରାଜ୍ୟରେ ବେକାରୀ ଓ ବେରୋଜଗାରୀ ସହିତ ଦାଦନ ପ୍ରମୁଖ ସମସ୍ୟା ରହିଛି । ଅନେକ ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟିତ୍ରୀ ନଥିବା ବେଳେ ନିଯୁକ୍ତି ଅପେକ୍ଷାରେ ରହିଛନ୍ତି ଯୁବକ ଯୁବତୀ ।ଆଜି ବିଧାସଭାର ଗୃହରେ ବିଧାୟକ ଚକ୍ରମଣୀ କହଁରଙ୍କ ପ୍ରଶ୍ନରେ ଉତ୍ତରରେ ଗଣଶିକ୍ଷା…