ତାଜା ଖବର ରାଜ୍ୟ ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା; ୬ ଶିକ୍ଷକ ନିଲମ୍ବିତ February 27, 2025 Papirani ବଲାଙ୍ଗିର କଣ୍ଟାବାଞ୍ଝି ବ୍ଲକ ଅନ୍ତର୍ଗତ ମୁରିବାହାଲ ହଳଦୀ ହାଇସ୍କୁଲରେ ମାଟ୍ରିକ ପରୀକ୍ଷା ପରିଚାଳନାରେ ଅବହେଳା ପାଇଁ ସେଣ୍ଟର ଅଧିକ୍ଷକଙ୍କ ସହ ୫ ଶିକ୍ଷକଙ୍କୁ ନିଲମ୍ୱିତ କରାଯାଇଛି। ମାଟ୍ରିକ୍ ପରୀକ୍ଷାରେ କପି ସହ ପରୀକ୍ଷା କେନ୍ଦ୍ରରେ ଅନିୟମିତତା ଅଭିଯୋଗ ପରେ ଏହି କାର୍ଯ୍ୟାନୁଷ୍ଠାନ…