ରାଜ୍ୟ Big Boost for Mayurbhanj: ମୟୂରଭଞ୍ଜରେ ବିକାଶର ମହାଯଜ୍ଞ: ୪୩୦ କୋଟିର ପ୍ରକଳ୍ପ ସହ ୬୫୦ ଶଯ୍ୟାର ନୂଆ ଟିଚିଙ୍ଗ୍ ହସ୍ପିଟାଲ ଲୋକାର୍ପିତ June 9, 2026 Nirvay ମୟୂରଭଞ୍ଜ ଏବଂ ସମଗ୍ର ଉତ୍ତର ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂତନ ଐତିହାସିକ ଅଧ୍ୟାୟ ଯୋଡ଼ି ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଗସ୍ତରେ ଯାଇ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୂତନ ୬୫୦ ଶଯ୍ୟା ବିଶିଷ୍ଟ…