Tag: Team India

ଚାମ୍ପିଅନ୍ସ ଟ୍ରଫି ବିଜେତା ଭାରତୀୟ କ୍ରିକେଟ୍ ଦଳ ଉପରେ ବିସିସିଆଇର ଟଙ୍କା ବର୍ଷା

ଆଇସିସି ଚାମ୍ପିଅନ୍ସ ଟ୍ରଫି ଜିତିଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ବିସିସିଆଇ ୫୮ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି । ମିଳିଥିବା ସୂଚନା ଅନୁସାରେ, ଚାମ୍ପିୟନ୍ସ ଟ୍ରଫି ସ୍କ୍ୱାଡରେ ଥିବା ସମସ୍ତ ୧୫ ଜଣ ଖେଳାଳି ବିସିସିଆଇ ଠାରୁ…

ଉଭୟ ମହିଳା ଓ ପୁରୁଷ ଖୋ ଖୋ ବିଶ୍ୱକପ୍ ଜିତିଲା ଭାରତ

ଇତିହାସ ରଚିଲା ଭାରତ । ଖୋ ଖୋ ବିଶ୍ୱକପ୍‌ରେ ଭାରତର ପୁରୁଷ ଓ ମହିଳା ଦଳ ଆଜି ବିଶ୍ୱକପ୍ ଟାଇଟଲ୍ ହାସଲ କରିଛନ୍ତି । ପୁରୁଷ ଖୋ-ଖୋ ବିଶ୍ୱକପର ଫାଇନାଲ ମ୍ୟାଚ୍ ରେ ଭାରତ, ନେପାଳକୁ ପରାସ୍ତ କରିଥିବାବେଳେ ଭାରତୀୟ ମହିଳା…

ମୁମ୍ବାଇରେ ଟିମ୍ ଇଣ୍ଡିଆର ଭିକ୍ଟ୍ରି ପରେଡ୍

ଟି ୨୦ ବିଶ୍ୱକପ୍ ବିଜେତା ହେବାପରେ ଆଜି ଭାରତୀୟ କ୍ରିକେଟ ଟିମ୍ ସ୍ବଦେଶରେ ପହଞ୍ଚିବା ପରେ ଆରମ୍ଭ ହୋଇଛି ସେଲିବ୍ରେସନ । ସ୍ୱଦେଶ ଫେରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ମୁମ୍ବାଇ ଫେରିଛନ୍ତି ବିଶ୍ୱବିଜେତା ଟିମ୍ ଇଣ୍ଡିଆ ଖେଳାଳି। ଟିମ୍ ଇଣ୍ଡିଆଙ୍କ ଭିକ୍ଟ୍ରୀ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଲେ ଭାରତୀୟ ଦଳ

ଦିଲ୍ଲୀ ବିମାନ ବନ୍ଦରରେ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ସାକ୍ଷାତ କରିଛନ୍ତି ଭାରତୀୟ ଦଳ । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଖେଳାଳୀ ମାନେ ମୁମ୍ବାଇ ଅଭିମୁଖେ ଉଡାଣ…

ଟିମ ଇଣ୍ଡିଆକୁ ୧୨୫ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲା ବିସିସିଆଇ

ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ବକପ୍ ୨୦୨୪ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଦଳକୁ ୭ ରନରେ ପରାସ୍ତ କରି ଦ୍ବିତୀୟ ଥର ପାଇଁ ଟାଇଟଲ୍ ଜିତିବାରେ ସଫଳ ହୋଇଛି। ଏହାକୁ ନେଇ ସାରା ଦେଶରେ ଉତ୍ସବ…

ଟିମ୍ ଇଣ୍ଡିଆର ବଦଲା; ବିଶାଖାପାଟଣା ଟେଷ୍ଟ ଜିତିଲା ଭାରତ

ବିଶାଖାପାଟଣା: ପ୍ରଥମ ଟେଷ୍ଟର ବଦ୍‌ଲା ନେଲା ଟିମ୍‌ ଇଣ୍ଡିଆ । ବିଶାଖାପାଟଣାରେ ଚାଲିଥିବା ୨ୟ ଟେଷ୍ଟ ମ୍ୟାଚ୍‌କୁ ୧୦୬ ରନ୍‌ରେ ବିଜୟୀ ହୋଇଛି ରୋହିତ ବାହିନୀ । ଯାହାଫଳରେ ୫ଟିକିଆ ସିରିଜ୍‌ରେ ୦-୧ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଏବେ ୧-୧ରେ…