ତାଜା ଖବର ରାଜ୍ୟ Odisha Vigilance Raid: ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲ୍ଦାର March 11, 2026 Papirani ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲ୍ଦାର ।ତହସିଲ୍ଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡାର ୭ଟି…