Tag: Telengana

ତେଲେଙ୍ଗାନାର ବିସ୍ଫୋରଣ: ମୃତ ଓଡ଼ିଆଙ୍କ ପରିବାର ପାଇଁ ୧୦ ଲକ୍ଷ ଆର୍ଥିକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ତେଲେଙ୍ଗାନାର ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା…

ତେଲେଙ୍ଗାନାର ରାସାୟନିକ କାରଖାନାରେ ବିସ୍ଫୋରଣ ଘଟଣା; ମୃତକଙ୍କ ମଧ୍ୟରେ ଅଛନ୍ତି ୪ ଓଡ଼ିଆ ଶ୍ରମିକ

ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାର ପଶାମାଇଲାରାମ ଶିଳ୍ପାଞ୍ଚଳରେ ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି । ସିଗାଚି ଇଣ୍ଡଷ୍ଟ୍ରିଜ୍ ନାମକ ଏକ କାରଖାନାରେ ଏହି ବିସ୍ଫୋରଣ ଘଟିଛି, ଯେଉଁଥିରେ ୪ ଜଣ ଓଡ଼ିଆଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ଏହା ସହିତ…

ଦାଦନ ଦୁଃଖ: ତେଲେଙ୍ଗାନାରେ ସଡ଼କ ଦୁର୍ଘଟଣାରେ ୪ ଓଡ଼ିଆ ଶ୍ରମିକ ମୃତ

ତେଲେଙ୍ଗାନାରେ ବସ୍‌ ଦୁର୍ଘଟଣାରେ ୪ ଜଣ ଓଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ହାଇଓ୍ବେରେ ଦୁର୍ଘଟଣା ହୋଇଛି । ନୂଆପଡ଼ା ସିନାପାଲିରୁ ୩୨ ଜଣଙ୍କୁ ନେଇ ହାଇଦ୍ରାବାଦ ଯାଉଥିଲା ବସ୍‌। ରାସ୍ତାରେ ଛିଡା ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା…

ତେଲେଙ୍ଗାନା ରେ ମାଓ ଅପରେସନ ; ଏନକାଉଣ୍ଟର ରେ ୭ ମାଓବାଦୀ ନିହତ

ରବିବାର (ଡିସେମ୍ବର ୧) ସକାଳେ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲାରେ ପୋଲିସ ସହିତ ଏନକାଉଣ୍ଟରରେ ସାତ ଜଣ ମାଓବାଦୀ ନିହତ ହୋଇଥିଲେ।ପୋଲିସ ଇନଫର୍ମର ଭାବେ କାର୍ଯ୍ଯ କରୁଥିବା ଅଭିଯୋଗରେ ଦୁଇ ଜଣ ଆଦିବାସୀଙ୍କୁ ମାଓବାଦୀମାନେ ହତ୍ୟା କରିବାର ଏକ ସପ୍ତାହ ପରେ ଚଳ୍ପକ…

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ; ୬ ମାଓବାଦୀ ନିହତ

ତେଲେଙ୍ଗାନା କୋଥଗୁଡେମ୍‌ ଜିଲ୍ଲା ନୀଳାଦ୍ରିପେଟ୍‌ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଫାଳରେ ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଆହତ ହୋଇଛନ୍ତି। ଅପରପକ୍ଷରେ ମାଓବାଦୀଙ୍କ ପାଲଟା ଗୁଳିଚାଳନାରେ ୨ ସୁରକ୍ଷାକର୍ମୀ…