Tag: Terrorists

‌ଜମ୍ମୁ-କାଶ୍ମୀର ୮୭ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ୪୮ଟିକୁ ବନ୍ଦ କଲେ ଜାମ୍ମୁ-କାଶ୍ମୀର ସରକାର

ଜମ୍ମୁ-କାଶ୍ମୀର ୮୭ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ବନ୍ଦ ହେଲା ୪୮ଟି। ପର୍ଯ୍ୟଟନ ସ୍ଥଳକୁ ବନ୍ଦ କଲେ ଜାମ୍ମୁ-କାଶ୍ମୀର ସରକାର। ଆତଙ୍କବାଦୀ ଆକ୍ରମଣ ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଏଗୁଡ଼ିକୁ ବନ୍ଦ କରିଦିଆଯାଇଥିବା ସୂଚନା ମିଳିଛି। ଦେଶ ସମେତ ବିଦେଶରୁ ମଧ୍ୟ…

ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୭ ଜଣ ଆତଙ୍କବାଦୀ ନିହତ

ଅପରେସନ ସିନ୍ଦୂର ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ଏହାରି ମଧ୍ୟରେ ଆତଙ୍କବାଦୀଙ୍କ ଅନୁପ୍ରଦେଶ ଉଦ୍ୟମ ପଣ୍ଡ କରିଛି ବିଏସଏଫ। ବିଏସଏଫ ଯବାନଙ୍କ ହାତରେ…

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର; ୩ ଆତଙ୍କବାଦୀ ନିହତ

ଜମ୍ମୁ ଓ କାଶ୍ମୀର ବାରମୂଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଆଜି ସକାଳେ ଭାରତୀୟ ସେନା ଏବଂ ଜାମ୍ମୁ କାଶ୍ମୀର ପୋଲିସ ମଧ୍ୟରେ ମିଳିତ ଅପରେସନରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳେ ଦୁଇ ଜଣ ଯବାନ…

ଜମ୍ମୁ-କାଶ୍ମୀର ଡୋଡାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ; ୪ ଯବାନ ସହିଦ

ଜମ୍ମୁ-କାଶ୍ମୀର ଡୋଡାରେ ଏନକାଉଣ୍ଟର । ସୋମବାର ଜମ୍ମୁ- କଶ୍ମୀରର ଡୋଡାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୪ ଯବାନ ସହିଦ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ସେନା ଅଧିକାରୀଙ୍କ ସମେତ ୩ ଜଣ ସୁରକ୍ଷା କର୍ମୀ ସହିଦ ହୋଇଛନ୍ତି । ଆଉ…

ଅହମ୍ମଦାବାଦ ବିମାନ ବନ୍ଦରରୁ ଗିରଫ ହେଲେ ୪ ଆତଙ୍କବାଦୀ

ଅହମ୍ମଦାବାଦ ବିମାନବନ୍ଦରରୁ ୪ଜଣ ଇସଲାମିକ୍ ଷ୍ଟେଟ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଗୁଜରାଟ ଆଣ୍ଟି-ଟେରୋର୍ ସ୍କ୍ୱାର୍ଡ (ATS) ଅହମଦାବାଦ ବିମାନବନ୍ଦରରୁ ସେମାନଙ୍କୁ ଗିରଫ କରିଛି।ଅହମଦାବାଦ ବିମାନବନ୍ଦରକୁ ବୋମା ପକାଇ ଉଡ଼ାଇ ଦେବାର ଧମକ ମିଳିବାର କିଛି ଦିନ ପରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ…