Tag: Text book error

Textbook Controversy: ଗଣଶିକ୍ଷା ମନ୍ତ୍ରୀଙ୍କୁ ନେଇ ଅରୁଚିକର ମନ୍ତବ୍ୟ; ସମ୍ପାଦକ ସୁଧାଂଶୁଙ୍କର ନାରେ ଥାନାରେ ଏତେଲା

ଗଣଶିକ୍ଷା ମନ୍ତ୍ରୀଙ୍କୁ ନେଇ ଅରୁଚିକର ମନ୍ତବ୍ୟ ଦେଇ ଅଡୁଆରେ ଏକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ । ଫୋକସ ପ୍ଲସର ମୁଖ୍ୟ ସମ୍ପାଦକଙ୍କ ସୁଧାଂଶୁ ରାଉତଙ୍କ ନାମରେ କ୍ୟାପିଟାଲ ଥାନାରେ ଏତଲା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମର୍ଥକ। ଅଭିଯୋଗ ଅନୁଯାୟୀ…

TextBook Error Controversy: ପୁସ୍ତକ ତ୍ରୁଟିକୁ ନେଇ ଉଚ୍ଚସ୍ତରୀୟ ବୈଠକ; ଏଫ୍‌ଆଇଆର୍‌ ଦାୟର ପାଇଁ ନିର୍ଦ୍ଦେଶ

ପୁସ୍ତକ ତ୍ରୁଟିକୁ ନେଇ ଉଚ୍ଚସ୍ତରୀୟ ବୈଠକ । ରାଜ୍ୟ ସରକାରୀ ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟିକୁ ନେଇ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।ଗଣଶିକ୍ଷା ସଚିବଙ୍କ ଚ୍ୟାମ୍ବରରେ SCERT ନିର୍ଦ୍ଦେଶିକା ମଧୁସ୍ମିତା ସାହୁ, ଓସେପା ନିର୍ଦ୍ଦେଶିକା ଅନନ୍ୟା ଦାସ ଏବଂ ଅନ୍ୟ ଅଧିକାରୀମାନେ…

Odisha Textbook Blunder: ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ସରକାରକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ହୋଇଥିବା ଲାଗୁଛି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସରକାରୀ ବିଦ୍ୟାଳୟ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାରେ ନେଇ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ପାଠ୍ୟ ପୁସ୍ତକରେ ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ଲାଗୁଛି । ସରକାରକୁ ବଦନାମ କରିବାକୁ ଷଡ଼ଯନ୍ତ୍ର…

Text Book Error: ଓଡିଆ ଭାଷା ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳିବା ବନ୍ଦ କରନ୍ତୁ ବିଜେପି ସରକାର: ବିଜେଡି

ଦୁର୍ନୀତି, ନାରୀ ନିର୍ଯାତନା, ବିଶୃଙ୍ଖଳା, ଚୋରି ଓ ରାହାଜାନି ଆଦି ଯେପରି ବିଜେପି ସରକାରର ଏକ ପ୍ରସଙ୍ଗ ପାଲଟିଛି ଯାଇଛି। ଏବେ ଏଥିରେ ଯୋଡି ହୋଇଯାଇଛି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ତାହା ହେଉଛି ପିଲାମାନଙ୍କ ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକ ।…

Text book Error Issue: ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ଘଟଣା; ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକରେ ଦେଖାଯାଇଥିବା ବ୍ୟାପକ ମୁଦ୍ରଣ ତ୍ରୁଟିର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ତୁରନ୍ତ ସଂଶୋଧନମୂଳକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି ଏହି କମିଟି…

TextBook Error Issue: ପାଠ୍ୟ ପୁସ୍ତକ ତ୍ରୁଟି ଘଟଣା; ବିଜେପି ସରକାରରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି: ନବୀନ ପଟ୍ଟନାୟକ

ପ୍ରଥମରୁ ଅଷ୍ଟମ ଶ୍ରେଣୀ ବହିରେ ରହିଛି ୧୬୭୮ଟି ତ୍ରୁଟି ସାମ୍ନାକୁ ଆସିଛି। ଓଡ଼ିଶାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇଥିବା ନୂଆ ପାଠ୍ୟପୁସ୍ତକଗୁଡ଼ିକରେ ଏପରି ବ୍ୟାପକ ତ୍ରୁଟିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳର ନେତା ନବୀନ…