Tag: Textbook Error

TextBook Error Row: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ୩ ଜଣଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା

ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ୩ ଜଣଙ୍କୁ ମିଳିଲା ଆଶ୍ୱସ୍ତି । ଆଗୁଆ ଜାମିନ୍ ଆବେଦନ କରିଥିବା ୩ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ହାଇକୋର୍ଟ। ପ୍ରଲିପ୍ତା ମିଶ୍ର, ଦିଲ୍ଲୀପ ସାହୁ ଓ ଭାରତୀ ଟୁଡୁଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରାଯାଇଥିବା…

TextBook Error Row: SCERT ଅଫିସ୍‌ରେ କ୍ରାଇମବ୍ରାଞ୍ଚ ଟିମ୍‌

ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି । ଗତକାଲି ଏସ୍‌ସିଇଆର୍‌ଟି ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଗିରଫ କରାଯାଇଥିବା ବେଳେ ଆଜି SCERT…

Textbook Error Row: ୱେବସାଇଟରେ ଉପଲବ୍ଧ ହେଲା ପ୍ରଥମରୁ ଚତୁର୍ଥ ଶ୍ରେଣୀ ପାଠ୍ୟପୁସ୍ତକ; ତ୍ରୁଟି ସଂଶୋଧନ ପାଇଁ ମତାମତ ଲୋଡ଼ିଲେ ରାଜ୍ୟ ସରକାର

ରାଜ୍ୟର ପ୍ରଥମ ଶ୍ରେଣୀରୁ ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ସଂଶୋଧିତ ପାଠ୍ୟପୁସ୍ତକ ଗୁଡ଼ିକ ୱେବସାଇଟରେ ଉପଲବ୍ଧ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (SCERT) ଏବଂ…

Textbook Error: ପାଠ୍ୟପୁସ୍ତକ ତ୍ରୁଟି ଶିକ୍ଷା ବିଭାଗ ତଥା ପିଲାଛୁଆଙ୍କ ଭବିଷ୍ୟତ ନଷ୍ଟ ପାଇଁ ଷଡଯନ୍ତ୍ର: ଭକ୍ତ ଦାସ

ଆଜି କଂଗ୍ରେସ ଭବନ ଠାରେ ରାଜ୍ୟ ଛାତ୍ର କଂଗ୍ରେସ ତରଫରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଓଡ଼ିଶା ସ୍କୁଲ ପାଠ୍ୟକ୍ରମରେ ଗୁରୁତ୍ୱର ତ୍ରୁଟି ବିଷୟକୁ ନେଇ ରାଜ୍ୟ ସରକାରଙ୍କୁ କଠୋର ସମାଲୋଚନା କରିଥିଲେ ।…

Errors in Odisha School Textbooks: ପାଠ୍ୟପୁସ୍ତକରେ ଭୁଲ୍‌କୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ

ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…