ତାଜା ଖବର ଦେଶ PM Modi to Address Nation: ଆଜି ରାତି ୮:୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି April 18, 2026 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ସମ୍ୱିଧାନ ସଂଶୋଧନ ବିଲ୍-୨୦୨୬ ସହ ଯୋଡ଼ି ହୋଇଥିବା ମହିଳା ସଂରକ୍ଷଣ ବିଲ୍ ସଂସଦରେ କାଟ୍ ଖାଇବା ପରେ ପ୍ରଧାନମନ୍ତ୍ରୀଙ୍କ ଏହି ସମ୍ବୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି…