ତାଜା ଖବର ରାଜ୍ୟ ତାରା ତାରିଣୀ ମନ୍ଦିରରୁ ଚୋରି ଘଟଣା: ଷ୍ଟାଟସ୍ ରିପୋର୍ଟ ମାଗିଲେ ଦକ୍ଷିଣାଂଚଳ ରାଜସ୍ବ କମିଶନର November 7, 2024 Papirani ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରସ୍ଥିତ ପ୍ରସିଦ୍ଧ ମା’ ତାରା ତାରିଣୀ ମନ୍ଦିରରୁ ଅଳଙ୍କାର ଚୋରି ଘଟଣାରେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଜିଲ୍ଲା ପ୍ରଶାସନଠାରୁ ଷ୍ଟାଟସ୍ ରିପୋର୍ଟ ମାଗିଛନ୍ତି।ମା’ ତାରା ତାରିଣୀ ମନ୍ଦିର ଦକ୍ଷିଣ ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତିପୀଠ ଏବଂ ପଡ଼ୋଶୀ ଅଞ୍ଚଳ,…