ତାଜା ଖବର ରାଜ୍ୟ ଆଦିବାସୀ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ September 26, 2025 Papirani ମୟୂରଭଞ୍ଜ ଜିଲ୍ଲା ଯଶିପୁର ଅବକାରୀ ଥାନାରେ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ । ମାହାର୍ଦ୍ଦାପଳସା ଗାଁ ଢିପାସାହିର ଆଦିବାସୀ ମହିଳାଙ୍କୁ ଯଶିପୁର ଅବକାରୀ ଥାନା ଅଧିକାରିଣୀ ନିସ୍ତୁକ ମାଡ ମାରିଥିବା ଅଭିଯୋଗ । ପୂର୍ବରୁ ଜବତ ମଦ ସହ ଫଟୋ ଉଠାଇ…