Tag: third gender

Third Gender Option Added To OCS Exam form: OCS ପରୀକ୍ଷା ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା-୨୦୨୫ ବିଜ୍ଞପ୍ତିରେ ସଂଶୋଧନ । OCS ପରୀକ୍ଷା ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ । ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବର୍ଗର ପ୍ରାର୍ଥୀଙ୍କୁ ଓସିଏସଇ-୨୦୨୫ ପରୀକ୍ଷାରେ ସୁଯୋଗ…