ତାଜା ଖବର ରାଜ୍ୟ Tiger Census: କୁଳଡିହା ଅଭୟାରଣ୍ୟରେ ଆଜିଠୁ ବାଘ ଗଣନା ଆରମ୍ଭ November 20, 2025 Papirani ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍ରେ ୭୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ନିୟୋଜିତ। ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ବାଘ…