Tag: Tikiri Sarpanch

Chamelio Ojha’s Family Attacked in Kendrapada: ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପରିବାର ଉପରେ ଆକ୍ରମଣ, ୩ ଗୁରୁତର

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କ ପରିବାର ଉପରେ ସାଂଘାତିକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଦୁର୍ବୃତ୍ତ ଏହି ଆକ୍ରମଣ ଚଳାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ; ପ୍ରାୟ…