Tag: time table

Matric Exam: ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା; ପ୍ରକାଶ ପାଇଲା ପରୀକ୍ଷା ସୂଚୀ

ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚୀ ପ୍ରକାଶ ପାଇଛି । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ…