Tag: tourist bus

ପୁରୀରେ ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍; ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ

ଆଜି ସକାଳୁ ସକାଳୁ ପୁରୀରେ ଦେଖିବାକୁ ମିଳିଛି ଅଘଟଣ। ପ୍ରଥମେ ପୂର୍ତ୍ତବିଭାଗ କାର୍ଯ୍ୟାଳୟ ପଛପଟେ ଥିବା ପୁରୁଣା ବ୍ୟାରିକେଡରେ ନିଆଁ ଲାଗିଥିବା ବେଳେ ଏବେ ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍‌ । ପୁରୀର ମାଳତିପାଟପୁର ବସ୍‌ ଷ୍ଟାଣ୍ଡ ନିକଟରେ…