ରାଜ୍ୟ ଅନ୍ଧାରରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଘର April 9, 2025 Nirvay କୋରାପୁଟ ଜିଲ୍ଲା ଜୟପୁର ବ୍ଲକ୍ ପାତ୍ରପୁଟ ଗାଁରେ ଅନ୍ଧାରରେ ଅଛି ପଦ୍ମଶ୍ରୀ କମଳା ପୂଜାରୀଙ୍କ ଘର । ଦିନେ କି ଦୁଇଦିନ ନୁହେଁ ପ୍ରାୟ ସପ୍ତାହେ ଧରି ଅନ୍ଧାରରେ ଅଛନ୍ତି କମଳା ପୂଜାରୀଙ୍କ ପରିବାର । ଟଙ୍କା ନ ବାନ୍ଧିବାରୁ TPSODL…