ତାଜା ଖବର ଦେଶ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ଘଟଣା:୨ ଜଣିଆ ଉଚ୍ଚସ୍ତରୀୟ କମିଟିର ତଦନ୍ତ ଆରମ୍ଭ February 16, 2025 Papirani ଶନିବାର ବିଳମ୍ବିତ ରାତିରେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ହୋଇଥିବା ଦଳାଚକଟା ଘଟଣାରେ ୨ ଜଣିଆ ଉଚ୍ଚସ୍ତରୀୟ କମିଟିର ତଦନ୍ତ ଆରମ୍ଭ ହୋଇଛି । ଘଟଣାସ୍ଥଳର ସମସ୍ତ ସିସିଟିଭି ଜବତ କଲେ ତଦନ୍ତକାରୀ ଟିମ୍ । ଦଳଚକଟା କିପରି ହେଲା, ଉତ୍ତର ରେଲଓ୍ବେ…