Tag: Train accident

ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ ଲାଇନଚ୍ୟୁତ

ପୁଣି ଲାଇନଚ୍ୟୁତ ହେଲା ଟ୍ରେନ। ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି । ସାବରମତୀ ଏକ୍ସପ୍ରେସ୍‌ ବାରାଣାସୀରୁ ଅହମ୍ମଦାବାଦ ଯାଉଥିଲା ସମୟରେ ହୋଇଛି ଲାଇନଚ୍ୟୁତ । କାନପୁର-ଭୀମସେନ ଷ୍ଟେସନ ମଝିରେ ଟ୍ରେନର ୨୦ଟି ବଗି ଲାଇନଚ୍ୟୁତ ହୋଇଛି । ଏକ ବଡ଼…

ହାଓ୍ବଡା-ମୁମ୍ବାଇ ଟ୍ରେନ ଟ୍ରାଜେଡି: ସହାୟତା ରାଶି ଘୋଷଣା କଲା ଦକ୍ଷିଣ ପୂର୍ବ ରେଳପଥ

ଝାଡଖଣ୍ଡ ଚକ୍ରଧରପୁର ରେଳ ଡିଭିଜନ ରାଜଖରସୁଆଁ ବଡ଼ବାମ୍ବୁ ନିକଟରେ ହୋଇଥିବା ହାଓ୍ବଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଆଜି ଭୋର୍ ସମୟରେ ଏକ୍ସପ୍ରେସଟି ଏକ ମାଲବାହୀକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଘଟଣାରେ ଦକ୍ଷିଣ ପୂର୍ବ ରେଳପଥର ସହାୟତା ଘୋଷଣା କରିଛି। ରାଉରକେଲାର…

ସମ୍ବଲପୁରରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଗତ କିଛି ଦିନ ଧରି ଲଗାତର ଭାବେ ଦେଶର ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସୁଥିବା ବେଳେ ପୁଣି ଆଜି ସମ୍ବଲପୁର ସରଲାରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା।…

ପୁଣି ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା; ୨ ମୃତ, ଅନେକ ଗୁରୁତର

ପୁଣି ଏକ ବଡ଼ ଦୁର୍ଘଟଣାଗ୍ରସ୍ତ ହେଲା ଟ୍ରେନ୍ । ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ମୋତିଗଞ୍ଜର ପିକୌରା ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଉତ୍ପନ୍ନ ହେଇଛି ।…

ବାଲେଶ୍ୱରରେ ଟ୍ରେନରେ କଟି ଚାଲିଗଲା ୨ ଯୁବକଙ୍କ ଜୀବନ

ବାଲେଶ୍ୱର ଜିଲ୍ଲା ବାହାନଗା ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଏକ ଟ୍ରେନରେ କଟି ଦୁଇଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ପୁରୀ-ହାୱଡ଼ା ଏକ୍ସପ୍ରେସ ଟ୍ରେନ୍‌ ଧକ୍କାରେ ୨ ସାଙ୍ଗଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳିପାରି ନ ଥିବା ବେଳେ ସେମାନେ…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରେ ବାତିଲ୍ ହେଲା ୧୯ଟି ଟ୍ରେନ୍

ଆଜି ସକାଳେ ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ୧୯…

ବେଙ୍ଗଲ ରେଳ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୫ ଛୁଇଁଲା; ୬୦ ଆହତ

ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ୬୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ କ୍ଷତିପୂରଣ ଓ…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ଜାରି ହେଲା ଏମରଜେନ୍ସି ହେଲ୍ପଲାଇନ ନମ୍ବର

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବା ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଯାଇଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ…

ଦାର୍ଜିଲିଂରେ ଟ୍ରେନ୍‌ ଦୁର୍ଘଟଣା: ୫ମୃତ, ଅନେକ ଆହତ

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପଶ୍ଚିମବଙ୍ଗର ଦାର୍ଜିଲିଂରେ ଘଟିଛି ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର…