ତାଜା ଖବର ଦେଶ Tata Ernakulam Express Fire: ଟାଟା-ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ନିଆଁ; ଜଣେ ମୃତ December 29, 2025 Papirani ଟାଟା-ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ନିଆଁ । ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୩୦ରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ପ୍ରାୟ ୬୬ କିଲୋମିଟର ଦୂର ଇଲାମାଞ୍ଚିଲି ଷ୍ଟେସନରେ ଏହି ଅଘଟଣ ଘଟିଛି। ଟ୍ରେନରେ ଦୁଇଟି ବଗିରେ ନିଆଁ ଲାଗିଯାଇଛି । ଫଳରେ ଜଣେ ଯାତ୍ରୀଙ୍କର…