ରାଜ୍ୟ ସବୁ ଖଣିଜ ଜିଲ୍ଲାର ମେଡିକାଲ କଲେଜ୍ରେ ହେବ ଉନ୍ନତ ଟ୍ରମା କେୟାର ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ May 5, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା…