ତାଜା ଖବର ରାଜନୀତି ରାଜ୍ୟ Congress Protest Over Tribal Displacement: ରାଜ୍ୟରେ ବିସ୍ଥାପନ ଯାତନାକୁ ନେଇ ରାଜ୍ୟପାଳଙ୍କୁ ସାକ୍ଷାତ କଲେ କଂଗ୍ରେସ ପ୍ରତିନିଧି ଦଳ May 14, 2026 Papirani ନିକଟ ଅତୀତରେ ରାଜ୍ଯରେ ଶିଳ୍ପାୟନ ନାମରେ ବିସ୍ତାପନ କରାଯାଇ ହଜାର ହଜାର ଆଦିବାସୀ ପରିବାରକୁ ଗୃହଶୂନ୍ୟ କରି ଦିଆଯାଇ ଏକ ଯାତନାପୂର୍ଣ୍ଣ ଜୀବନ ବଞ୍ଚିବାକୁ ବାଧ୍ୟ କରାଯାଉଛି। ଏବଂ ଶିଳ୍ପ ସଂସ୍ଥା ଗୁଡିକୁ ଜଳ ଜଂଗଲ ଜମିର ଅଧିକାର ଦିଆଯାଇଛି। କିନ୍ତୁ…