Tag: Tribal Zones

ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ; ଖୁବଶୀଘ୍ର ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ଵ ପାରାମେଡିକାଲ ଷ୍ଟାଫ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ…